ତରବର୍ ହୋଇକି SCHOLARSHIP APPLY କରିକି କେବେ ବି REVERT କରନି........
ଥରେ REVERT ହେଲେ RE-APPLY ତାରିଖ ନ ଆସିଲେ ଟଙ୍କା ମିଳିବନି

-ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
-ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା
-ଏନେଇ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା
-ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ
-ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ
-ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା
-ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା
-ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା